Excuse Me Odisha

ଯାହା କହିବୁ ସତ କହିବୁ

ଏହି ୬ଟି ରାଶିକୁ ଶନିଦେବ କରିବେ ମହାଧନୀ, ଆସନ୍ତା କାଲି ଠାରୁ ହେବ ମହାପରିବର୍ତନ

ସେୟାର୍ କରନ୍ତୁ

ବନ୍ଧୁଗଣ ଯେତେବେଳେ କୌଣସି ଗ୍ରହର ଦୋଷା ଦିଶାରେ ଅଦଳ ବଦଳ ହୋଇଥାଏ ତେବେ ନିଶ୍ଚିତ ଭାବରେ ତାହାର ପ୍ରଭାବ ମନୁଷ୍ୟର ଜୀବନ ଉପରେ ପଡିଥାଏ। କିନ୍ତୁ ଆମ୍ଭେ ଏହି ପ୍ରଭାବକୁ ବୁଝି ପାରିନଥାଉ। ଯାହା ଫଳରେ ଆମ ସହିତ କିଛି ଘଟଣା ଘଟି ଯାଇଥାଏ। କିନ୍ତୁ ଏହିଠାରେ ଆମେ କହି ଦେଉଛୁ ଯେ ପ୍ରତ୍ୟକ ଗ୍ରହର ପ୍ରଭାବ ଆମର ଜୀବନ ଉପରେ ପଡିଥାଏ। ତେବେ ଆସନ୍ତୁ ଜାଣିବା ଶନିଗ୍ରହ ବିଷୟରେ କିଛି।

ତେବେ ବନ୍ଧୁଗଣ ଆମର ହିନ୍ଦୁ ଧର୍ମରେ ଭଗବାନ ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି କୁହାଯାଏ। ଭଗବାନ ଶନିଦେବ ଯେତେବେଳେ କାହାର ଉପରେ ଖୁସି ହୁଅନ୍ତି ତ ସେହି ମନୁଷ୍ୟର ସମୟ ବହୁତ ଅଧିକ ଭଲ ହେବା ଆରମ୍ଭ ହୋଇଯାଏ। ଶନିଦେବଙ୍କର ପ୍ରକୋପ ଯେତେ ଅଧିକ ପଡିଥାଏ ତାହା ଠାରୁ ଅଧିକ ସେହି ଲୋକମାନଙ୍କୁ ଖୁସି ଦେଇଥାନ୍ତି। ଶନି ଭଗବାନ କାହାର ଶତ୍ରୁ ନୁହନ୍ତି। ବରଂ ମିତ୍ର ଅଟନ୍ତି। ଶନିଦେବ ଜଣେ ନ୍ୟାୟ ପ୍ରିୟ ଗ୍ରହ ଅଟନ୍ତି। ଯିଏକି ପ୍ରତ୍ୟକ ପ୍ରାଣୀ ସହିତ ନ୍ୟାୟ କରିଥାନ୍ତି। କିନ୍ତୁ ଯେଉଁ ଲୋକମାନେ ଅନୈତିକ ଓ ଭୁଲ କାର୍ଯ୍ୟ କରନ୍ତି ସେମାନଙ୍କୁ ଭଗବାନ ଶନିଙ୍କର ଦଣ୍ଡ ଭୋଗିବାକୁ ପଡିଥାଏ। ଆପଣଙ୍କୁ କହି ଦେଉଛୁ ଯେ ଯେତେବେଳେ ଶନିଦେବ ନିଜର ଚଳନ ବଦଳାଇଥାନ୍ତି ତେବେ ସେ ରାଶି ମାନଙ୍କର ଅନୁସାରେ କାହାର ଉପରେ ଭାରି ପଡ଼ନ୍ତି ତ କାହାର ଉପରେ ଖୁସି ହୁଅନ୍ତି। ଏମିତିରେ ତ ସବୁ ୧୨ ରାଶି ମାନଙ୍କର ଉପରେ ଶନିଙ୍କର ପ୍ରଭାବ ରହିଥାଏ। କିନ୍ତୁ ଏହି ମାସରେ ଜ୍ୟୋତିଷଙ୍କ ଅନୁସାରେ ଏମିତି କିଛି ରାଶି ରହିଛି ଯାହାର ଉପରେ ଭଗବାନ ଶନିଙ୍କର ଆଗାମୀ ୨୧ ବର୍ଷ ପର୍ଯ୍ୟନ୍ତ ଅତ୍ୟନ୍ତ ଖୁସିପୁର୍ଣ ରହିବେ ବୋଲି କୁହାଯାଇଛି। ତେବେ ଆସନ୍ତୁ ଜାଣିବା କଣ ସେହି ରାଶି ଗୁଡିକ।

ମେଷ ରାଶି:-

ଏହି ରାଶି ଉପରେ ଶନିଦେବ ଖୁସିରେ ରହିବେ। ଏବଂ ଏହି ରାଶିକୁ ଚିନ୍ତା କରିବାର ଏବେ ଆଉ କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ପ୍ରଭୁ ଶନିଦେବଙ୍କର ଅସୀମ କୃପା ହେବ। ଏବଂ ଏହା ପୁଣି ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ। ଏହାର ମଝିରେ ଏହି ରାଶିର ଲୋକମାନଙ୍କୁ ଧନର କୌଣସ ଅଭାବ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବ ପୂରଣ କରିଦେବେ। କିନ୍ତୁ ଏଥିରେ କେବଳ ଗୋଟିଏ ସର୍ତ୍ତ ଯେ ଏବଂ ତାହା ହେଉଛି ସେମାନଙ୍କୁ ଭଗବାନ ଶନିଦେବଙ୍କର ଉପରେ ସମ୍ପୂର୍ଣ ଭରସା ଓ ବିଶ୍ୱାସ କରିବା ନିହାତି ଦରକାର।

Google

ସିଂହ ରାଶି:-

ଶନିଦେବଙ୍କର କୃପା ଏହି ସିଂହ ରାଶି ଉପରେ ମଧ୍ୟ ବର୍ଷିବ। ଏବଂ ଏମାନଙ୍କର ଭିତରେ କୌଣସି ପ୍ରକାରରେ ଆତ୍ମବିଶ୍ୱାସର ଅଭାବ ଆଉ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବଙ୍କର ଦ୍ୱାରା ପୂରଣ ହୋଇଯିବ। କିନ୍ତୁ ଗୋଟିଏ କଥାର ଧ୍ୟାନ ରଖନ୍ତୁ ଯେ ଆପଣଙ୍କୁ ସମ୍ପୂର୍ଣ ପରିଶ୍ରମ ଏବଂ ମନ ନ୍ଧ୍ୟାନ ଦେଇ ନିଜର କାର୍ଯ୍ୟ ଉପରେ ଧ୍ୟାନ ଦେବା ନିହାତି ଆବଶ୍ୟକ।

କନ୍ୟା ରାଶି:-

ଆପଣଙ୍କର ଉଦ୍ଧାର ଭଗବାନ ଶନି କରିବେ। କିନ୍ତୁ ଗୋଟିଏ ସର୍ତ୍ତ ରହିଛି ଯେ ଆପଣଙ୍କୁ ନିଜର ସମୟ ନିଜର ଜୀବନସାଥୀଙ୍କର ସହିତ କାଟିବାକୁ ପଡିବ। ତେବେ ଯାଇ ଭଗବାନ ଶନିଦେବଙ୍କ କୃପା ଦ୍ୱାରା ଆପଣଙ୍କର ସାରା ଜୀବନ ସୁଖମୟ ରହିବ। ଏବଂ ଆପଣଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହୋଇଯିବ। ଯଦି ଆପଣଙ୍କର ଏବେ ପର୍ଯ୍ୟନ୍ତ ବିବାହ ହୋଇନାହିଁ ତେବେ ଆପଣ ଆପଣଙ୍କର ମାତା ପିତାଙ୍କର ସହିତ ଅଧିକ ସମୟ କାଟିବାକୁ ଚେଷ୍ଟା କରନ୍ତୁ

ତୁଳା ରାଶି:-

ସଫଳତା ଆପଣଙ୍କର କବାଟ ସାମ୍ନାରେ ଛିଡା ହୋଇଛି। ହଁ ବନ୍ଧୁଗଣ ଆପଣଙ୍କୁ କେବଳ ଏତିକି କରିବାକୁ ପଡିବ ଯେ କୌଣସି ଝିଝଣ୍ଟ ବା କଳି ଝଗଡା ଠାରୁ ଆପଣ ଦୁରେଇ ରୁହନ୍ତୁ। ତେବେ ଯାଇ ଆପଣଙ୍କର ଘର ପରିବାରରେ ସୁଖ ଶାନ୍ତି ଲାଗିରହିବ। ଶନିଦେବଙ୍କର କୃପାରୁ ବ୍ୟର୍ଥ କାମରୁ ନିବୃତ ହୋଇ ନିଜର କାର୍ଯ୍ୟ ଉପରେ ବିଶେଷ ଭାବରେ ଧ୍ୟାନ ଦିଅନ୍ତୁ। ଶନିଦେବଙ୍କର କୃପାରୁ ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ ଆପଣଙ୍କର ଜୀବନରେ ସବୁ ପ୍ରକାରର ସୁଖ ଲାଗିରହିବ

କର୍କଟ ରାଶି:-

ଏହି ରାଶି ଉପରେ ଶନିଦେବ ଖୁସିରେ ରହିବେ। ଏମାନଙ୍କୁ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ପ୍ରଭୁ ଶନିଦେବଙ୍କର କୃପା ଆସିମ କୃପା ହେବ। ଏବଂ ତା ପୁଣି ସମ୍ପୂର୍ଣ ୨୧ ବର୍ଷ ପର୍ଯ୍ୟନ୍ତ। ତେବେ ଏହାର ମଝିରେ ମଝିରେ ଏହି ରାଶିର ଲୋକ ମାନଙ୍କୁ ଧନର କୌଣସି ଅଭାବ ରହିବ ନାହିଁ। ଏବଂ ଏମାନଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ଜୋରସୋରରେ ଚାଲୁହେବ।

Google

କୁମ୍ଭ ରାଶି:-

ପ୍ରଭୁ ଶନିଦେବଙ୍କର କୃପାରୁ ଆପଣଙ୍କର ଜୀବନସାଥୀଙ୍କର ସହିତ ଆପଣଙ୍କର ସମ୍ବଦ୍ଧ ବହୁତ ମଜବୁତ ରହିବ। ଏବଂ ଏହି ବର୍ଷ ଆପଣ ନୂଆ ବାହନ କିଣିବାର ମନ ବଳାଇ ପାରନ୍ତି। ଏହି ବର୍ଷ ଧାର୍ମିକ ଯାତ୍ରା କରିବାର ଯୋଗ ମଧ୍ୟ ରହିଛି। ଭଗବାନ ଶନିଦେବଙ୍କର କୃପାରୁ ଆପଣଙ୍କର ଘର ଉପରେ ସର୍ବଦା ସୁଖ ଶାନ୍ତି ଓ ସମୃଦ୍ଧି ଲାଗି ରହିବ।

ବନ୍ଧୁଗଣ ଯଦି ଏହି ଆର୍ଟିକିଲଟି ଭଲ ଲାଗିଲା ତେବେ ଗୋଟିଏ ଲାଇକ କରିବା ସହିତ ଏହାକୁ ସେଆର କରି ଦିଅନ୍ତୁ । ଏମିତି ନୂଆ ନୂଆ ପୋଷ୍ଟ ପଢିବା ପାଇଁ ଆମ page କୁ ଲାଇକ କରି ଦିଅନ୍ତୁ । ଭକ୍ତିରେ ଥରେ କମେଣ୍ଟ ବାକ୍ସରେ ” ଜୟ ଶନିଦେବ ” ଅବଶ୍ୟ ଲେଖି ଦିଅନ୍ତୁ । ପ୍ରଭୁଙ୍କ କୃପା ହେଲେ ଆପଣଙ୍କ ଜୀବନର ସବୁ ଦୁଃଖ କଷ୍ଟ ଦୂର ହୋଇ ଯିବ ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *