Excuse Me Odisha

ଯାହା କହିବୁ ସତ କହିବୁ

ଶନିଦେବଙ୍କ ପୀ-ଡ଼ାରୁ ମୁକ୍ତି ପାଇବେ ଏହି ୫ ଟି ରାଶି,ଜାଣନ୍ତୁ କେଉଁ କେଉଁ ରାଶି ?

ସେୟାର୍ କରନ୍ତୁ

ବନ୍ଧୁଗଣ ଯେତେବେଳେ କୌଣସି ଗ୍ରହର ଦୋଶା ଦିଶାରେ ଅଦଳବଦଳ ହୋଇଥାଏ ତେବେ ନିଶ୍ଚିତ ଭାବରେ ତାହାର ପ୍ରଭାବ ମନୁଷ୍ୟର ଜୀବନ ଉପରେ ପଡିଥାଏ। କିନ୍ତୁ ଆମେ ଏହି ପ୍ରଭାବକୁ ବୁଝି ପାରିନଥାଉ। ଯାହା ଫଳରେ ଆମ ସହିତ କିଛି ଘଟଣା ଘଟି ଯାଇଥାଏ। କିନ୍ତୁ ଏହିଠାରେ ଆମେ କହିଦେଉଛୁ ଯେ ପ୍ରତ୍ୟକ ଗ୍ରହର ପ୍ରଭାବ ଆମର ଜୀବନ ଉପରେ ପଡିଥାଏ। ତେବେ ଆସନ୍ତୁ ଆଜି ଆମେ ଆପଣଙ୍କୁ ଶନିଗ୍ରହ ବିଷୟରେ ଜଣେଇବାକୁ ଯାଉଛୁ।

ତେବେ ବନ୍ଧୁଗଣ ଆମର ହିନ୍ଦୁ ଧର୍ମରେ ଭଗବାନ ଶନିଦେବଙ୍କୁ ନ୍ୟାୟର ଦେବତା ବୋଲି କୁହାଯାଏ। ଶନିଦେବ ଯେତେବେଳେ କାହାର ଉପରେ ଖୁସି ହୁଅନ୍ତି ତେବେ ସେହି ମନୁଷ୍ୟର ସମୟ ବହୁତ ଅଧିକ ଭଲ ହେବା ଆରମ୍ଭ ହୋଇଯାଏ। ଭଗବାନ ଶନିଦେବଙ୍କ ପ୍ରକୋପ ଯେତେ ଅଧିକ ପଡିଥାଏ ତାହା ଠାରୁ ଅଧିକ ସେହି ଲୋକମାନଙ୍କୁ ଖୁସି ଦେଇଥାନ୍ତି। ଭଗବାନ ଶନିଦେବ କାହାର ଶତ୍ରୁ ନୁହଁନ୍ତି ବରଂ ମିତ୍ର ହୋଇଥାନ୍ତି। ଭଗବାନ ଶନିଦେବ ଜଣେ ନ୍ୟାୟପ୍ରିୟ ଗ୍ରହ ଅଟନ୍ତି। ଯିଏକି ପ୍ରତ୍ୟକ ପ୍ରାଣୀ ସହିତ ନ୍ୟାୟ କରିଥାନ୍ତି। କିନ୍ତୁ ଯେଉଁ ଲୋକମାନେ ଅନୈତିକ ଏବଂ ଭୁଲ କାର୍ଯ୍ୟ କରିଥାନ୍ତି ସେମାନଙ୍କୁ ଭଗବାନ ଶନିଦେବଙ୍କର ଦ-ଣ୍ଡ ଭୋଗିବାକୁ ପଡିଥାଏ। ଆପଣଙ୍କୁ କହିଦେଉଛୁ ଯେ ଯେତେବେଳେ ଭଗବାନ ଶନିଦେବ ନିଜର ଚଳନ ବଦଳ କରିଥାନ୍ତି ତେବେ ସେ ରାଶି ମାନଙ୍କର ଅନୁସାରେ କାହାର ଉପରେ ଭାରି ପଡ଼ନ୍ତି ତ କାହାର ଉପରେ ଖୁସି ହୁଅନ୍ତି। ଏମିତିରେ ସବୁ ୧୨ ରାଶି ମାନଙ୍କ ଉପରେ ଭଗବାନ ଶନିଦେବଙ୍କ ପ୍ରଭାବ ରହିଥାଏ। କିନ୍ତୁ ଏହି ମାସରେ ଜ୍ୟୋତିଷଙ୍କ ଅନୁସାରେ ଏମିତି କିଛି ରାଶି ରହିଛି ଯାହାର ଉପରେ ଭଗବାନ ଶନିଦେବଙ୍କର ଆଗାମୀ ୨୧ ବର୍ଷ ପର୍ଯ୍ୟନ୍ତ ଅତ୍ୟନ୍ତ ଖୁସିପୁର୍ଣ ରହିବେ ବୋଲି କୁହାଯାଉଛି। ତେବେ ଆସନ୍ତୁ ଜାଣିବା କଣ ସେହି ରାଶି ଗୁଡିକ।

ମେଷ ରାଶି:-

ଏହି ରାଶି ଉପରେ ଭଗବାନ ଶନିଦେବ ଖୁସିରେ ରହିବେ। ଏବଂ ଏହି ରାଶିକୁ ଚିନ୍ତା କରିବାର ଆଉ ଏବେ କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ଭଗବାନ ଶନିଦେବଙ୍କର ଅସୀମ କୃପା ହେବ ଏବଂ ଏହା ପୁଣି ସମ୍ପୂର୍ଣ୍ଣ ୨୧ ବର୍ଷ ପର୍ଯ୍ୟନ୍ତ। ଏହାର ମଝିରେ ଏହି ରାଶିର ଲୋକମାନଙ୍କୁ ଧନର କୌଣସି ଅଭାବ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବ ପୂରଣ କରିଦେବେ। କିନ୍ତୁ ଏଥିରେ ଗୋଟିଏ ସର୍ତ୍ତ ଯେ ଏବଂ ତାହା ହେଉଛି ଭଗବାନ ଶନିଦେବଙ୍କର ଉପରେ ସମ୍ପୂର୍ଣ୍ଣ ଭରସା ଏବଂ ବିଶ୍ୱାସ କରିବା ନିହାତି ଦରକାର।

ସିଂହ ରାଶି:-

ଭଗବାନ ଶନିଦେବଙ୍କର କୃପା ଏହି ସିଂହ ରାଶି ଉପରେ ମଧ୍ୟ ପଡିବ। ଏବଂ ଏମାନଙ୍କ ଭିତରେ କୌଣସି ପ୍ରକାରରେ ଆତ୍ମବିଶ୍ୱାସର ଅଭାବ ଆଉ ରହିବ ନାହିଁ। ଏମାନଙ୍କର ସବୁ ମନସ୍କାମନା ଭଗବାନ ଶନିଦେବଙ୍କର ଦ୍ୱାରା ପୂରଣ ହୋଇଯିବ। କିନ୍ତୁ ଗୋଟିଏ କଥାର ଧ୍ୟାନ ରଖନ୍ତୁ ଯେ ଆପଣଙ୍କୁ ସମ୍ପୂର୍ଣ ପରିଶ୍ରମ ଏବଂ ନିଜର କାର୍ଯ୍ୟ ଉପରେ ମନ ଧ୍ୟାନ ଦେବା ନିହାତି ଦରକାର।

କନ୍ୟା ରାଶି:-

ଆପଣଙ୍କର ଉଧାର ଭଗବାନ ଶନିମହାରାଜ ମଧ୍ୟ କରିବେ। କିନ୍ତୁ ଗୋଟିଏ ସର୍ତ ରହିଛି ଯେ ଆପଣଙ୍କୁ ନିଜର ସମୟ ନିଜର ଜୀବନସାଥୀଙ୍କ ସହିତ କାଟିବାକୁ ପଡିବ। ତେବେ ଯାଇ ଭଗବାନ ଶନିଦେବଙ୍କର କୃପା ଦ୍ୱାରା ଆପଣଙ୍କର ସାରାଜୀବନ ସୁଖମୟ ରହିବ। ଏବଂ ଆପଣଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ପୂରଣ ହୋଇଯିବ। ଯଦି ଆପଣଙ୍କର ଏବେ ପର୍ଯ୍ୟନ୍ତ ବିବାହ ହୋଇନାହିଁ ତେବେ ଆପଣ ଆପଣଙ୍କର ମାତା ପିତାଙ୍କ ସହିତ ଅଧିକ ସମୟ ବ୍ୟତୀତ କରିବାକୁ ଚେଷ୍ଟା କରନ୍ତୁ।

ତୁଳା ରାଶି:-

ସଫଳତା ଆପଣଙ୍କ କବାଟ ସାମ୍ନାରେ ଛିଡା ହୋଇଛି। ଆପଣଙ୍କୁ କେବଳ ଏତିକି କରିବାକୁ ପଡିବ ଯେ କୌଣସି କଳି ଝଗଡା ବା ଝିଝଣ୍ଟ ଠାରୁ ଆପଣ ଦୂରେଇ ରୁହନ୍ତୁ। ତେବେ ଯାଇ ଆପଣଙ୍କ ଘର ପରିବାରରେ ସୁଖ ଶାନ୍ତି ଲାଗି ରହିବ। ଭଗବାନ ଶନିଦେବଙ୍କର କୃପାରୁ ବ୍ୟର୍ଥ କାମରୁ ନିବୃତ ହୋଇ ନିଜର କାମ ଉପରେ ବିଶେଷ ଭାବରେ ଧ୍ୟାନ ଦିଅନ୍ତୁ। ଭଗବାନ ଶନିଦେବଙ୍କର କୃପାରୁ ସମ୍ପୂର୍ଣ୍ଣ ୨୧ ବର୍ଷ ପର୍ଯ୍ୟନ୍ତ ଆପଣଙ୍କ ଜୀବନରେ ସବୁ ପ୍ରକାରର ସୁଖ ଲାଗିରହିବ।

କର୍କଟ ରାଶି:-

ଏହି ରାଶି ଉପରେ ଭଗବାନ ଶନିଦେବ ଖୁସିରେ ରହିବେ। ଏମାନଙ୍କୁ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଏହି ରାଶି ଉପରେ ଭଗବାନ ଶନିଦେବଙ୍କର କୃପା ଅସୀମ କୃପା ହେବ। ଏବଂ ତାହା ପୁଣି ସମ୍ପୂର୍ଣ୍ଣ ୨୧ ବର୍ଷ ପର୍ଯ୍ୟନ୍ତ। ତେବେ ମଝିରେ ମଝିରେ ଏହି ରାଶିର ଲୋକମାନଙ୍କୁ ଧନର କୌଣସି ଅଭାବ ରହିବ ନାହିଁ। ଏବଂ ଏମାନଙ୍କର ସବୁ ଅଟକି ରହିଥିବା କାର୍ଯ୍ୟ ଜୋରସୋରରେ ଚାଲୁହେବ।

କୁମ୍ଭ ରାଶି:-

ଭଗବାନ ଶନିଦେବଙ୍କର କୃପାରୁ ଆପଣଙ୍କ ଜୀବନସାଥୀଙ୍କ ସହିତ ଆପଣଙ୍କର ସମ୍ବଦ୍ଧ ବହୁତ ମଜବୁତ ରହିବ ଏବଂ ଏହି ବର୍ଷ ଆପଣ ନୂଆ ବାହନ କିଣିବାର ମନ ବଳାଇ ପାରନ୍ତି। ଏହି ବର୍ଷ ଧାର୍ମିକ ଯାତ୍ରା କରିବାର ଯୋଗ ମଧ୍ୟ ବନୁଅଛି। ଭଗବାନ ଶନିଦେବଙ୍କର କୃପାରୁ ଆପଣଙ୍କ ଘର ଉପରେ ସର୍ବଦା ସୁଖ ଶାନ୍ତି ଓ ସମୃଦ୍ଧି ଲାଗି ରହିବ।

ବନ୍ଧୁଗଣ ଯଦି ଏହି ଆର୍ଟିକିଲଟି ଭଲ ଲାଗିଲା ତେବେ ଗୋଟିଏ ଲାଇକ କରିବା ସହିତ ଏହାକୁ ସେଆର କରି ଦିଅନ୍ତୁ । ଏମିତି ନୂଆ ନୂଆ ପୋଷ୍ଟ ପଢିବା ପାଇଁ ଆମ page କୁ ଲାଇକ କରି ଦିଅନ୍ତୁ । ଭକ୍ତିରେ ଥରେ କମେଣ୍ଟ ବାକ୍ସରେ ନିଜ ଇଷ୍ଟ ଦେବଙ୍କ ନାମ ଲେଖି ଦିଅନ୍ତୁ । ପ୍ରଭୁଙ୍କ କୃପା ହେଲେ ଆପଣଙ୍କ ଜୀବନର ସବୁ ଦୁଃଖ କଷ୍ଟ ଦୂର ହୋଇ ଯିବ ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *