Excuse Me Odisha

ଯାହା କହିବୁ ସତ କହିବୁ

ଏହି ହୋଲି ପର୍ବ ଠାରୁ ବଦଳିବାକୁ ଯାଉଛି ଏହି ସମସ୍ତ ରାଶିର ଭାଗ୍ୟ।କିନ୍ତୁ ଏହି ତିନୋଟି ରାଶିର ଲୋକେ ରୁହନ୍ତୁ ସାବଧାନ !

ସେୟାର୍ କରନ୍ତୁ

ବନ୍ଧୁଗଣ ଆପଣ ମାନଙ୍କୁ ଆମର ପୋର୍ଟାଲକୁ ବହୁତ ସ୍ଵାଗତ ଜଣାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନରେ ପରିବର୍ତ୍ତନ ଯୋଗୁଁ ରାଶିଚକ୍ରରେ ଥିବା ୧୨ ଗୋଟି ରାଶି ଉପରେ ଏହାର ପ୍ରଭାବ ପଡ଼ିଥାଏ। ଆମ ଜୀବନରେ ହେଉଥିବା ପରିବର୍ତ୍ତନ ଗ୍ରହ ମାନଙ୍କର ଚଳନ କାରଣରୁ ହୋଇଥାଏ। ଆଜି ଆମେ ଆପଣ ମାନଙ୍କୁ କିଛି ବିଶେଷ ରାଶିର ଲୋକଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନଙ୍କ ଭାଗ୍ୟ ବଦଳିବାକୁ ଯାଉଛି। ଆସନ୍ତୁ ସେହି ବିଷୟରେ ବିସ୍ତାର ରୂପରେ ଜାଣିବା।

ମେଷ ରାଶି:-

ହୋଲି ପର୍ବ ଏହି ରାଶିର ଲୋକଙ୍କ ଜୀବନରେ ଅନେକ ପରିବର୍ତ୍ତନ ଆଣିବାକୁ ଯାଉଛି।ଏମାନେ ନିଜ ଜୀବନରେ ଅନେକ ସଫଳତା ହାସଲ କରିବେ। ଏମାନଙ୍କ ଉପରେ ଦେବୀ ଲକ୍ଷ୍ମୀଙ୍କର କୃପା ମଧ୍ୟ ପଡ଼ିବାକୁ ଯାଉଛି। ଅଚାନକ ଧନ ପ୍ରାପ୍ତି ହେବାର ଯୋଗ ରହିଛି। ପରିବାରରେ ସୁଖଶାନ୍ତିର ବାତାବରଣ ସୃଷ୍ଟି ହେବ।

ସିଂହ ରାଶି:-

ଏହି ରାଶିର ଲୋକଙ୍କ ପାଇଁ ହୋଲି ପର୍ବ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବ। ହୋଲି ପର୍ବ ଠାରୁ ଏମାନଙ୍କ ପାଇଁ ଶୁଭ ସମୟ ଆରମ୍ଭ ହେବାକୁ ଯାଉଛି। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ। ଆପଣଙ୍କର ଅଟକି ରହିଥିବା ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ପଦୋନ୍ନତୀ ମିଳିପାରେ।ଘରର ଆର୍ଥିକ ଅବସ୍ଥା ସୁଦୃଢ ରହିବ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହୋଇଯିବ।

କୁମ୍ଭ ରାଶି:-

ଏହି ରାଶିର ଲୋକଙ୍କ ପାଇଁ ଏହି ହୋଲିର ପର୍ବ ଅତ୍ୟନ୍ତ ସୁଖମୟ ସାବ୍ୟସ୍ତ ହେବ। ଆପଣ ଯଦି କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିବାକୁ ଯାଉଛନ୍ତି, ତାହେଲେ ଏହା ଆପଣଙ୍କ ପାଇଁ ଶୁଭ ସାବ୍ୟସ୍ତ ହେବ।ଏହାସହିତ ଆପଣଙ୍କ ପାଖରେ କେବେବି ଧନର ଅଭାବ ରହିବ ନାହିଁ। ଦେବୀ ଲକ୍ଷ୍ମୀଙ୍କ କୃପା ସର୍ବଦା ଆପଣଙ୍କ ଉପରେ ରହିବ।ପରିବାର ପ୍ରତି ଆପଣ ଯତ୍ନଶୀଳ ଓ ଦାୟିତ୍ବବାନ ହେବେ।

କନ୍ୟା ରାଶି:-

ଏହି ରାଶିର ଲୋକଙ୍କ ପାଇଁ ଆସନ୍ତା ସମୟ ଅତ୍ୟନ୍ତ ସୁଖମୟ ରହିବ। ଆପଣ କୌଣସି ନୂଆ ବ୍ୟବସାୟ ଆରମ୍ଭ କରି ପାରନ୍ତି।କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ପ୍ରତିଭା ଯୋଗୁଁ ଆପଣ ଅନେକ ସଫଳତା ଲାଭ କରିବା ସହିତ ପ୍ରଶଂସିତ ହେବେ। ଆପଣଙ୍କ ଜୀବନରେ ଚାଲିଥିବା ସମସ୍ତ ସମସ୍ୟା ଦୂର ହୋଇଯିବ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ମୀନ ରାଶି:-

ହୋଲି ପର୍ବ ଏହି ରାଶିର ଲୋକମାନଙ୍କ ପାଇଁ ଶୁଭ ସାବ୍ୟସ୍ତ ହେବ। ଆପଣଙ୍କ ପାଖରେ ଧନର ଅଭାବ ରହିବ ନାହିଁ। ଆପଣ ଯେଉଁ କାର୍ଯ୍ୟ କରିବେ, ସବୁଥିରେ ସଫଳତା ହାସଲ କରିବେ।ସମାଜରେ ଆପଣଙ୍କର ମାନସମ୍ମାନରେ ବୃଦ୍ଧି ହେବ। ପ୍ରେମୀ ଯୁଗଳଙ୍କ ପାଇଁ ଏହି ସମୟ ଅତ୍ୟନ୍ତ ସୁଖମୟ ରହିଛି। ପରିବାରରେ ହସଖୁସିର ବାତାବରଣ ସୃଷ୍ଟି ହେବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *