Excuse Me Odisha

ଯାହା କହିବୁ ସତ କହିବୁ

ଆଜିର ରାଶିଫଳ : ୧୩ ସେପ୍ଟେମ୍ବର ୨୦୨୨,ମଙ୍ଗଳବାର : କର୍କଟ, କନ୍ୟା ସହିତ ଏହି ଚାରି ଗୋଟି ରାଶିର ଲୋକଙ୍କର ଭାଗ୍ୟୋଦୟ ହେବାକୁ ଯାଉଛି। ପଢନ୍ତୁ ଦୈନିକ ରାଶିଫଳ

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ପ୍ରେମ ଜୀବନରେ ସାମାନ୍ୟ ମତଭେଦ ସୃଷ୍ଟି ହୋଇପାରେ। ଈଶ୍ବରଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ସପକ୍ଷରେ ରହିବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଆପଣଙ୍କର ପ୍ରିୟ ବସ୍ତୁ ଚୋରି ହୋଇଯିବାର ସମ୍ଭାବନା ରହିଛି। ଆପଣଙ୍କୁ ମହିଳା ବନ୍ଧୁଙ୍କ ଠାରୁ ସତର୍କ ରହିବାର ଆବଶ୍ୟକତା ରହିଛି। ବ୍ୟବସାୟିକ ମାମଲାରେ ଆପଣ କୌଣସି କଠିନ ନିଷ୍ପତ୍ତି ନେବାରୁ ବଞ୍ଚିତ ହୁଅନ୍ତୁ। ପରିବାର ଲୋକେ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଜୀବନସାଥୀଙ୍କ ସହଯୋଗରେ ଆପଣ ସବୁ ସମସ୍ୟାର ସମାଧାନ ବାହାର କରିବେ। ବ୍ୟାପାର କ୍ଷେତ୍ରରେ ସଫଳତା ହାସଲ କରିବେ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଭାଗ୍ୟ ସର୍ବଦା ଆପଣଙ୍କ ସପକ୍ଷରେ ରହିବ।ଆପଣ ନୂତନ ଭୂମି, ବାହନ ଆଦି କ୍ରୟ କରି ପାରନ୍ତି। କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ। ପରୀକ୍ଷାର୍ଥୀ ମାନେ ଆଜି ଆଶାନୁରୂପ ସଫଳତା ହାସଲ କରିବେ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁଦୃଢ ରହିବେ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପାରିବାରିକ ଜୀବନରେ ଉତ୍ତମ ତାଳମେଳ ବଜାୟ ରଖିବା ପାଇଁ ଆପଣ ଯଥେଷ୍ଟ ପ୍ରୟାସ କରିବେ। ଅଟକି ରହିଥିବା ସବୁ କାର୍ଯ୍ୟ ସମାପ୍ତ ହେବ। ଶତ୍ରୁ ଆପଣଙ୍କୁ ପ୍ରଶଂସା କରିବେ। କାର୍ଯ୍ୟ ମାମଲାରେ ଆପଣ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। ଆପଣଙ୍କର ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ। ଖର୍ଚ୍ଚ ପ୍ରତି ନିୟନ୍ତ୍ରଣ ରଖିବାର ଆବଶ୍ୟକତା ରହିଛି।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସୁଖମୟ ରହିବ। ଆର୍ଥିକ ସ୍ଥିତି ଶୋଚନୀୟ ହେବାର ସମ୍ଭାବନା ରହିଛି, କିନ୍ତୁ ଆପଣ ଧର୍ଯ୍ୟ ରଖନ୍ତୁ। ଭବିଷ୍ୟତ ପାଇଁ ଆପଣ ସୁବିଧାରେ ଧନସଞ୍ଚୟ କରି ପାରିବେ। ବ୍ୟବସାୟରେ କୌଣସି ପ୍ରୋଜେକ୍ଟ ଉପରେ ଆପଣ କଠିନ ପରିଶ୍ରମ କରିବେ। ବିଦେଶରେ ରହିଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

ତୁଳା ରାଶି :-ଆଜି ଆପଣ ଅଧିକ ଉତ୍ସାହିତ ରହିବେ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ପରିବାରରେ ସୁଖଶାନ୍ତି ବିଦ୍ୟମାନ ହେବ। ବ୍ୟାପାର କରୁଥିବା ଲୋକଙ୍କର ଖର୍ଚ୍ଚରେ ବୃଦ୍ଧି ହେବ। ପିତାମାତାଙ୍କ ଆଶୀର୍ବାଦ ନେଇ କାର୍ଯ୍ୟକ୍ଷେତ୍ରକୁ ଯାଆନ୍ତୁ। ଅଧିକ ଅର୍ଥ ଉପାର୍ଜନ କରିବା ନିମନ୍ତେ ଆପଣଙ୍କ ପାଇଁ ଅନେକ ମାର୍ଗ ଖୋଲି ଯିବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଚାକିରି କ୍ଷେତ୍ରରେ କୌଣସି ନୂଆ ପ୍ରୋଜେକ୍ଟ ମିଳିପାରେ। ବିଦ୍ୟାର୍ଥୀ ମାନଙ୍କୁ ଶିକ୍ଷା କ୍ଷେତ୍ରରେ ଅନେକ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହୋଇପାରେ। ବ୍ୟବସାୟିକ କାର୍ଯ୍ୟ ନିମନ୍ତେ କୌଣସି ସ୍ଥାନକୁ ଯାତ୍ରା କରି ପାରନ୍ତି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କୁ କୌଣସି କଠିନ ନିଷ୍ପତ୍ତି ଗଭୀର ଭାବନାରେ ନେବା ଉଚିତ ନୁହେଁ। ଘରେ ସୁଖଶାନ୍ତି ବିଦ୍ୟମାନ ହେବ। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। କୌଣସି ନୂଆ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିଲେ, ଅନୁଭବୀ ଲୋକଙ୍କ ପରାମର୍ଶ ନିଅନ୍ତୁ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ। ଆପଣଙ୍କ କ୍ୟାରିୟରରେ ଅଗ୍ରଗତି ହେବ। ଈଶ୍ବରଙ୍କ କୃପାରୁ ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ। ଅନ୍ୟମାନଙ୍କ ଉପରେ ଆଖି ବନ୍ଦ କରି ବିଶ୍ୱାସ କରନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ଅନ୍ୟମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। କାର୍ଯ୍ୟକ୍ଷେତ୍ରରେ ଆପଣ ପ୍ରଶଂସିତ ହେବେ। ଆଜି ଆପଣ ଅଧିକ ଉତ୍ସାହିତ ରହିବେ। ବିବାହିତ ଲୋକଙ୍କର ବୈବାହିକ ଜୀବନ ସୁଖମୟ ରହିବ। ବ୍ୟବସାୟରେ କ୍ଷତି ସହି ପାରନ୍ତି। ଈଶ୍ବରଙ୍କ ଉପରେ ବିଶ୍ୱାସ ରଖନ୍ତୁ, ପରିସ୍ଥିତି ଆପେ ଆପେ ଠିକ୍ ହୋଇଯିବ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଅଚାନକ ଧନଲାଭ ହେବାର ସମ୍ଭାବନା ରହିଛି।ବ୍ୟାପାର କ୍ଷେତ୍ରରେ ନୂଆ ଯୋଜନା ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ମିଳିବ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଭଲଭାବରେ ବିଚାର କରିବା ଆବଶ୍ୟକ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *