Excuse Me Odisha

ଯାହା କହିବୁ ସତ କହିବୁ

୩୦ ସେପ୍ଟେମ୍ବର ରାଶିଫଳ: ନବରାତ୍ରିର ପଞ୍ଚମ ଦିନରେ ୩ଟି ରାଶିର ଲୋକଙ୍କୁ କଠିନ ପରିସ୍ଥିତିର ସାମ୍ନା କରିବାକୁ ପଡ଼ିବ। ପଢନ୍ତୁ ଶୁକ୍ରବାର ଦିନର ରାଶିଫଳ।

ସେୟାର୍ କରନ୍ତୁ

ଆଜି ଆମେ ଆପଣଙ୍କୁ ସେପ୍ଟେମ୍ବର ୩୦ ତାରିଖର ରାଶିଫଳ କହିବାକୁ ଯାଉଛୁ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବାର, ତିଥି, ଗ୍ରହ ଓ ନକ୍ଷତ୍ର ମାନଙ୍କୁ ଆଧାର କରି ରାଶିଫଳ ଗଣନା କରାଯାଇଥାଏ। ଏହି ରାଶିଫଳ ଦ୍ଵାରା ବ୍ୟକ୍ତିର ବ୍ୟକ୍ତିତ୍ଵ, କ୍ୟାରିୟର, ବ୍ୟାପାର, ଚାକିରି , ପ୍ରେମ ଜୀବନ ବୈବାହିକ ଜୀବନ ଏବଂ ଭବିଷ୍ୟତରେ ହେବାକୁ ଥିବା ଶୁଭ ବା ଅଶୁଭ ଘଟଣା ଗୁଡ଼ିକ ବିଷୟରେ ବିସ୍ତାର ରୂପରେ ସୂଚନା ମିଳିଥାଏ। ତେବେ ଆସନ୍ତୁ ଜାଣିବା ରାଶିଚକ୍ରରେ ଥିବା ୧୨ ଗୋଟି ରାଶିର ଲୋକଙ୍କ ପାଇଁ ଆଜିର ଦିନଟି କିପରି ରହିଛି।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଧନଧାନ୍ୟ ବୃଦ୍ଧି ହେବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କର ସ୍ଥାନାନ୍ତରଣ ହୋଇପାରେ। ବିବାହିତ ଲୋକେ ସନ୍ତାନ ସୁଖ ଭୋଗ କରି ପାରନ୍ତି। ଆପଣଙ୍କର ଆତ୍ମବିଶ୍ବାସ ବୃଦ୍ଧି ହେବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ବ୍ୟବସାୟ ମାମଲାରେ ଆପଣଙ୍କୁ କଠିନ ନିଷ୍ପତ୍ତି ନେବାକୁ ପଡିପାରେ। ଆପଣଙ୍କର ସମସ୍ତ ମନସ୍କାମନା ପୂରଣ ହେବ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରର ଖର୍ଚ୍ଚ ବଢିପାରେ।ପରିବାର ଲୋକଙ୍କ ସହିତ ଆପଣ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।କାର୍ଯ୍ୟକ୍ଷେତ୍ରରେ କର୍ମଚାରୀ ଆପଣଙ୍କୁ ସବୁ ସମୟରେ ସହଯୋଗ କରିବେ। ବ୍ୟବସାୟରେ ଉନ୍ନତି ଲାଭ କରିବେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରେମ ସ୍ବୀକାର ପାଇଁ ଆଜିର ଦିନଟି ଅନୁକୂଳ ରହିଛି। ଆର୍ଥିକ ଲାଭ ପ୍ରାପ୍ତ ହେବାର ସମ୍ଭାବନା ରହିଛି। ଘରେ ସୁଖଶାନ୍ତି ବିଦ୍ୟମାନ ହେବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ବ୍ୟବସାୟରେ ଲାଭବାନ ହେବେ। ବୈବାହିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବା ସହିତ ଉତ୍ତମ ବୁଝାମଣା ରହିବ। ପିତାମାତା ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶିକ୍ଷା କ୍ଷେତ୍ରରେ ଆପଣ ନିଜର ଯୋଗ୍ୟତା ହାସଲ କରିବେ। ଜୀବନସାଥୀଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। କୌଣସି କଥାକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବାର ଆବଶ୍ୟକତା ରହିଛି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଚାକିରି କ୍ଷେତ୍ରରେ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଆପଣ ଆଧ୍ୟାତ୍ମିକ ଆଡ଼କୁ ଅଗ୍ରସର ହୋଇ ପାରନ୍ତି। ରାସ୍ତାରେ ଯିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ କୌଣସି ସମସ୍ୟା ସୃଷ୍ଟି ହେଉଥିଲେ, ବରିଷ୍ଠ ଅଧିକାରୀଙ୍କ ସହିତ ପରାମର୍ଶ କରନ୍ତୁ। ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ବୈବାହିକ ଜୀବନରେ ସୁଖମୟ ରହିବ। ଆପଣଙ୍କୁ ନିଜ ଅହଙ୍କାର ଓ କ୍ରୋଧ ତ୍ୟାଗ କରିବା ଆବଶ୍ୟକ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପରିବାର ଲୋକଙ୍କ ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ପ୍ରେମ ସମ୍ବନ୍ଧରେ କିଛି ମତଭେଦ ସୃଷ୍ଟି ହୋଇପାରେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି। ପିତାମାତାଙ୍କ ଆଶୀର୍ବାଦ ସର୍ବଦା ଆପଣଙ୍କ ଉପରେ ରହିବ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଜୀବନସାଥୀଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ପ୍ରାପ୍ତ ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ବ୍ୟବସାୟିକ ମାମଲାରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ଘରେ ରହିଥିବା ବୃଦ୍ଧ ଲୋକଙ୍କ ସ୍ୱାସ୍ଥ୍ୟକୁ ନେଇ ଆପଣ ଚିନ୍ତିତ ରହିବେ। ସନ୍ତାନଙ୍କ ତରଫରୁ ସୁଖଦ ସମାଚାର ମିଳିପାରେ। ଚାକିରି କ୍ଷେତ୍ରରେ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତାରେ ଆଶାନୁରୂପ ସଫଳତା ପ୍ରାପ୍ତ କରିବେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆୟରେ ବୃଦ୍ଧି ହେବ। ବରିଷ୍ଠ ଅଧିକାରୀଙ୍କୁ ସମ୍ମାନ କରନ୍ତୁ। ଘରର ଆର୍ଥିକ ସ୍ଥିତିରେ ସୁଧାର ହେବ। ସମାଜରେ ଆପଣଙ୍କର ମାନସମ୍ମାନ ଓ ପ୍ରତିଷ୍ଠା ବଜାୟ ରହିବ।କୌଣସି ସ୍ଥାନରେ ନିବେଶ କରି ଲାଭବାନ ହେବେ। ଶିକ୍ଷା କ୍ଷେତ୍ରରେ ଜଡ଼ିତ ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *