Excuse Me Odisha

ଯାହା କହିବୁ ସତ କହିବୁ

ବିଜୟା ଦଶମୀ ଦିନ ଏହି ଗୋଟେ ଜିନିଷର ସେବନ କରନ୍ତୁ, ତାପରେ ଦେଖନ୍ତୁ ଚମତ୍କାର।

ସେୟାର୍ କରନ୍ତୁ

ବନ୍ଧୁଗଣ ଆପଣ ମାନଙ୍କୁ ଆମର ଏହି ପୋର୍ଟାଲକୁ ବହୁତ ସ୍ବାଗତ ଜଣାଉଛୁ। ଶାରଦୀୟ ଦୁର୍ଗା ପୂଜା ପ୍ରତ୍ୟେକ ବର୍ଷ ଆଶ୍ୱିନ ମାସ ଶୁକ୍ଳ ପକ୍ଷ ପ୍ରତିପଦ ତିଥିରେ ଆରମ୍ଭ ହୋଇ ଦଶମୀ ତିଥିରେ ସମାପ୍ତ ହୋଇଥାଏ। ଏହି ବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୫ ତାରିଖ ଦିନ ସମାପ୍ତ ହେବାକୁ ଯାଉଛି। ଏହି ନଅ ଦିନ ମଧ୍ୟରେ ଦେବୀ ଦୁର୍ଗାଙ୍କର ନଅଟି ସ୍ୱରୂପକୁ ପୂଜାର୍ଚ୍ଚନା କରାଯାଇଥାଏ। ଯେଉଁମାନେ ଦେବୀ ଦୁର୍ଗାଙ୍କର କଠୋର ବ୍ରତ ପାଳନ କରିଥାନ୍ତି, ଦେବୀ ଦୁର୍ଗା ସେମାନଙ୍କର ସବୁ ଦୁଃଖ ନାଶ କରି ଆଶୀର୍ବାଦ ପ୍ରଦାନ କରିଥାନ୍ତି।

ଶାରଦୀୟ ନବରାତ୍ରି ପର୍ଯ୍ୟନ୍ତ ଘରେ ଆମିଷ ସେବନ କରାଯାଏ ନାହିଁ। କିନ୍ତୁ ବିଜୟା ଦଶମୀ ଦିନ ଆମିଷ ସେବନ କରାଯାଏ।ଏହିଦିନ ଭଗବାନ ଶ୍ରୀରାମଚନ୍ଦ୍ର ରାବଣକୁ ବଧ କରି ମାତା ସୀତାଙ୍କୁ ଉଦ୍ଧାର କରିଥିଲେ। ଏହିଦିନ ରାବଣ ପୋଡ଼ି ମଧ୍ୟ ହୋଇଥାଏ। କୁହାଯାଏ କି ନବରାତ୍ରିରେ ପାନର ସେବନ କରିବା ଉଚିତ ନୁହେଁ। ନଚେତ ଦେବୀ ଦୁର୍ଗା କ୍ରୋଧିତ ହୋଇ ଯାଇଥାନ୍ତି।

କୁହାଯାଏ କି ନବରାତ୍ରି ଚାଲିଥିବା ସମୟରେ ଦେବୀ ଦୁର୍ଗା ଘରକୁ ପ୍ରବେଶ କରିଥାନ୍ତି। ଏହି ସମୟରେ ଯଦି ଘରେ ଅଳିଆ ଆବର୍ଜନା ଭର୍ତ୍ତି ରହିଲେ ଦେବୀ ଦୁର୍ଗା ଓ ଦେବୀ ଲକ୍ଷ୍ମୀ ଅସନ୍ତୁଷ୍ଟ ହୋଇ ଯାଇଥାନ୍ତି ଏବଂ ଘରେ ଆର୍ଥିକ ଅଭାବ ଦେଖା ଦେଇଥାଏ। ଏହାସହିତ ଘରର ଅଗଣାରେ କେବେବି କଣ୍ଟା ଜାତୀୟ ଗଛ ଲଗାଇବା ଉଚିତ ନୁହେଁ। ଏହାଦ୍ବାରା ନକାରାତ୍ମକ ଶକ୍ତି ଘରକୁ ପ୍ରବେଶ କରିଥାଏ। ତେଣୁ ସେଥିପ୍ରତି ଧ୍ୟାନ ଦିଅନ୍ତୁ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *