Excuse Me Odisha

ଯାହା କହିବୁ ସତ କହିବୁ

୬ ଅକ୍ଟୋବର ରାଶିଫଳ ୨୦୨୨: ଏହି ଖାସ ଉପାୟ କରିବା ଦ୍ଵାରା ଚାକିରି କ୍ଷେତ୍ରରେ ମିଳିପାରେ ସଫଳତା।

ସେୟାର୍ କରନ୍ତୁ

ରାଶିଫଳ ୬ ଅକ୍ଟୋବର ୨୦୨୨, ଦିନ ଗୁରୁବାର ଆଶ୍ୱିନ ମାସ ଶୁକ୍ଳ ପକ୍ଷ ଷଷ୍ଠୀ। ଶନିବାର ଦିନଟି ଭଗବାନ ଶନିଙ୍କୁ ସମର୍ପିତ ଅଟେ। ଏହିଦିନ ଭଗବାନ ଶନିଙ୍କର ପୂଜାର୍ଚ୍ଚନା କରିବା ଦ୍ୱାରା ଶୁଭ ଫଳ ପ୍ରାପ୍ତି ହୋଇଥାଏ। ତେବେ ଆସନ୍ତୁ ରାଶିଚକ୍ରରେ ଥିବା ୧୨ ଗୋଟି ରାଶି ଗୁଡ଼ିକ ବିଷୟରେ ଜାଣିବା।

ମେଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାର ଅବସର ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ବୃଷ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପରିବାର ସହିତ ଆପଣ ଉତ୍ତମ ସମୟ ଅତିବାହିତ କରିବେ। ବୈବାହିକ ଜୀବନରେ ମଧୁରତା ଆସିବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ଆପଣଙ୍କର ଅଟକି ରହିଥିବା ସମସ୍ତ କାର୍ଯ୍ୟ ସମ୍ପନ୍ନ ହେବ।

ମିଥୁନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କର ବିନମ୍ର ସ୍ଵଭାବ ଯୋଗୁଁ ସମସ୍ତେ ଆପଣଙ୍କୁ ପ୍ରଶଂସା କରିବେ। ଆପଣ କୌଣସି ବିବାଦରେ ପଡନ୍ତୁ ନାହିଁ। ଆପଣଙ୍କ ଉପରେ ନକାରାତ୍ମକ ଚିନ୍ତାଧାରା ପ୍ରଭାବ ବିସ୍ତାର କରିପାରେ।ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ।

କର୍କଟ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପ୍ରେମ ଜୀବନ ପାଇଁ ସମୟ ଅନୁକୂଳ ରହିବ। ଜୀବନସାଥୀଙ୍କ ସହିତ କୌଣସି କାରଣ ବଶତଃ ମତଭେଦ ହୋଇପାରେ। ଶାରୀରିକ ଓ ମାନସିକ ସ୍ତରରେ ଆପଣ ସୁସ୍ଥ ରହିବେ। ପରିବାର ଲୋକଙ୍କ ସହିତ ଉତ୍ତମ ସମୟ ଅତିବାହିତ କରିବେ।

ସିଂହ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କୁ ଆର୍ଥିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ପିତାମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କୌଣସି କଠିନ ନିଷ୍ପତ୍ତି ନେବା ପୂର୍ବରୁ ଆପଣ ଗୁରୁଜନଙ୍କ ସହିତ ପରାମର୍ଶ କରନ୍ତୁ।

କନ୍ୟା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଅଧିକ କାର୍ଯ୍ୟ ଚାପ ଯୋଗୁଁ ଆପଣ ଚିନ୍ତିତ ରହିବେ। ଆପଣଙ୍କର ବନ୍ଧୁ ଆପଣଙ୍କୁ ଆର୍ଥିକ ସହାୟତା ମାଗି ପାରନ୍ତି। ପରିବାର ସହିତ ଆପଣ କୌଣସି ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ତୁଳା ରାଶି :-

ଆଜିର ଦିନରେ ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପିତାଙ୍କ ଠାରୁ ଆର୍ଥିକ ସହଯୋଗ ମିଳିପାରେ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ସମୟର ସଦୁପଯୋଗ କରନ୍ତୁ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ବିଛା ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପୂର୍ବ ଅପେକ୍ଷା ଘରର ଆର୍ଥିକ ପରିସ୍ଥିତି ସୁଧୁରି ଯିବ। ଆପଣଙ୍କୁ ଅଫିସ ଓ ପରିବାର ମଧ୍ୟରେ ଉତ୍ତମ ତାଳମେଳ ବନେଇ ରଖିବା ଆବଶ୍ୟକ। ଜୀବନସାଥୀ ଆପଣଙ୍କୁ ଉପହାର ଦେଇ ପାରନ୍ତି।

ଧନୁ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କୌଣସି ସ୍ଥାନରେ ନିବେଶ କରି ଆପଣ କ୍ଷତି ସହି ପାରନ୍ତି। ଆପଣଙ୍କୁ ନିଜ ଖାଦ୍ୟପେୟ ଉପରେ ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ରଚନାତ୍ମକ କାର୍ଯ୍ୟରେ ଆପଣଙ୍କର ମନ ଲାଗିବ।

ମକର ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୌଣସି ସମ୍ପର୍କୀୟଙ୍କ ସହିତ ମତଭେଦ ହୋଇପାରେ। ଆପଣଙ୍କୁ କୌଣସି ପାର୍ଟିକୁ ଯିବାର ଅବସର ପ୍ରାପ୍ତ ହେବ। ପ୍ରେମ ଜୀବନରେ ମଧୁରତା ଆସିବ। କାର୍ଯ୍ୟକ୍ଷେତ୍ରରେ ଆପଣ ଅଧିକ ଚାପ ଗ୍ରସ୍ତ ରହିବ। ଆଜି ଆପଣଙ୍କର ଋଣ ପରିଶୋଧ ହୋଇଯିବ।

କୁମ୍ଭ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ପ୍ରେମୀ ଆପଣଙ୍କ ପାଇଁ କିଛି ଖାସ କରି ପାରନ୍ତି। ଆର୍ଥିକ ମାନ୍ଦାବସ୍ଥା କାରଣରୁ ଆପଣଙ୍କର ରଚନାତ୍ମକ କାର୍ଯ୍ୟରେ ବାଧା ସୃଷ୍ଟି ହେବ। ଆପଣଙ୍କୁ ନିଜ ଜୀବନରେ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। ଅଚାନକ ଆପଣଙ୍କୁ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।

ମୀନ ରାଶି :-

ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। ଆପଣଙ୍କ କାର୍ଯ୍ୟରେ ବିଘ୍ନ ସୃଷ୍ଟି ହୋଇପାରେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନରେ ଉତ୍ତମ ବୁଝାମଣା ସହିତ ସୁଖମୟ ଜୀବନ ଅତିବାହିତ କରିବେ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *