Excuse Me Odisha

ଯାହା କହିବୁ ସତ କହିବୁ

୧୦ ଅକ୍ଟୋବର ରାଶିଫଳ: ମେଷ, ମିଥୁନ ଏବଂ କୁମ୍ଭ ରାଶିର ଲୋକଙ୍କ ସବୁ ପ୍ରୟାସ ସଫଳ ହେବ। ଧନୁ ରାଶିର ଲୋକଙ୍କୁ ହେବ ଧନଲାଭ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ନିଜ ଲକ୍ଷ୍ୟସ୍ଥଳ ଉପରେ ବିଶେଷ ରୂପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ରାଜନୀତି କ୍ଷେତ୍ରରେ ଜଡ଼ିତ ଲୋକଙ୍କର ଲୋକପ୍ରିୟତା ବୃଦ୍ଧି ହେବ। ପରିବାର ଲୋକଙ୍କ ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ବିବାହିତ ଲୋକଙ୍କର ଗୃହସ୍ଥ ଜୀବନରେ ମତଭେଦ ସୃଷ୍ଟି ହୋଇପାରେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅନ୍ୟମାନଙ୍କ ପାଖରୁ ଉଧାର ନିଅନ୍ତୁ ନାହିଁ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ। ଆପଣ କୌଣସି ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦାନ କରି ପାରନ୍ତି। ଅଫିସରେ ଆପଣଙ୍କୁ ନୂଆ ପ୍ରୋଜେକ୍ଟ ମିଳିପାରେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଉପରେ କାର୍ଯ୍ୟ ଚାପ ବଢିପାରେ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। କାରବାରରେ ଲାଭ ପ୍ରାପ୍ତ ହେବ। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟ ଦେଖି ଲୋକେ ଆପଣଙ୍କୁ ପ୍ରଶଂସା କରିବେ। ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ପରିବାର ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ ଆଶାନୁରୂପ ସଫଳତା ପ୍ରାପ୍ତ ହେବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି। ଭାଇଭଉଣୀ ଠାରୁ ପୈତୃକ ସମ୍ପତ୍ତି ପ୍ରାପ୍ତ ହେବ। ବ୍ୟାପାର ସମ୍ବନ୍ଧିତ ଆପଣ ଉତ୍ତମ ଯୋଜନା ପ୍ରସ୍ତୁତ କରିବେ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।

କନ୍ୟା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଆପଣଙ୍କୁ ଧନଲାଭ ହେବାର ସମ୍ଭାବନା ରହିଛି। ଆପଣ ଶାରୀରିକ ଓ ମାନସିକ ରୂପରେ ସୁସ୍ଥ ରହିବେ। କାର୍ଯ୍ୟକ୍ଷେତ୍ରରେ ଆପଣ ନିଜର ସମସ୍ତ ଦାୟିତ୍ୱକୁ ସମ୍ପନ୍ନ କରିବେ। ଯଦି ଆପଣ କାହାକୁ ଧନ ଉଧାର ଦେଇଛନ୍ତି, ତାହେଲେ ସଠିକ ସମୟରେ ଟଙ୍କା ଫେରସ୍ତ ପାଇବେ।

ତୁଳା ରାଶି :-ଆଜିର ସୁନାରି ଆପଣଙ୍କ ପାଇଁ ସାମାନ୍ୟ ରହିବ। ଆପଣଙ୍କ ଭୌତିକ ସୁଖଦ ସୁବିଧାରେ ବୃଦ୍ଧି ହେବ। ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ କଠିନ ନିଷ୍ପତ୍ତି ନେବାକୁ ପଡିପାରେ। ବିବାହିତ ଲୋକଙ୍କୁ ସନ୍ତାନ ସୁଖ ପ୍ରାପ୍ତି ହେବ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଅଚାନକ ଧନଲାଭ ହେବାର ସମ୍ଭାବନା ରହିଛି। ଆପଣ କୌଣସି ବିବାଦକୁ ସମାଧାନ କରିବା ପାଇଁ ପ୍ରୟାସ କରିବେ।ପୈତୃକ ସଂପତ୍ତିରୁ ଆପଣଙ୍କୁ ଲାଭ ପ୍ରାପ୍ତ ହେବ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟ କରୁଥିବା ଲୋକଙ୍କୁ ଆଶାନୁରୂପ ସଫଳତା ପ୍ରାପ୍ତ ହେବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣ ଅନ୍ୟମାନଙ୍କ ଉପରେ ନିର୍ଭର କରନ୍ତୁ ନାହିଁ ଏବଂ ଆତ୍ମନିର୍ଭରଶୀଳ ହୁଅନ୍ତୁ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଆମଦାନୀରେ ବୃଦ୍ଧି ହେବ।ଆପଣଙ୍କୁ କିଛି ନୂଆ ଜିନିଷ ଶିଖିବା ପାଇଁ ମିଳିବ।ଜୀବନସାଥୀଙ୍କ ସହିତ କୌଣସି ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି। ପାରିବାରିକ ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ଆପଣ କଠିନ ପରିଶ୍ରମ କରିବେ।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା ସବୁ କାର୍ଯ୍ୟ ସମ୍ପନ୍ନ ହେବ। ଉଚ୍ଚ ଅଧିକାରୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ରହିଛି।କୌଣସି ସ୍ଥାନରେ ନିବେଶ କରି ଆପଣ ଲାଭବାନ ହେବେ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *