Excuse Me Odisha

ଯାହା କହିବୁ ସତ କହିବୁ

୧୭ ଅକ୍ଟୋବର ରାଶିଫଳ: ଧନୁ ଏବଂ କୁମ୍ଭ ରାଶିର ଲୋକଙ୍କ ପାଇଁ ଆଜିର ଦିନଟି ଶୁଭ ରହିବ। ପଢନ୍ତୁ ଦୈନିକ ରାଶିଫଳ।

ସେୟାର୍ କରନ୍ତୁ

ଜ୍ୟୋତିଷ ଶାସ୍ତ୍ରରେ ରାଶିଫଳକୁ ମହତ୍ତ୍ଵ ଦିଆଯାଇଛି। ଏହି ରାଶିଫଳ ମାଧ୍ୟମରେ ବିଭିନ୍ନ କାଳଖଣ୍ଡ ବିଷୟରେ ଭବିଷ୍ୟବାଣୀ କରାଯାଇଥାଏ। ଗ୍ରହ ଓ ନକ୍ଷତ୍ର ମାନଙ୍କର ଚଳନ ବିଷୟରେ ଜଣା ପଡିଥାଏ। ରାଶିଫଳ ମାଧ୍ୟମରେ ବ୍ୟାପାର, ଚାକିରି, ପ୍ରେମ ଜୀବନ, ବୈବାହିକ ଜୀବନ, ସ୍ବାସ୍ଥ୍ୟ, ସମ୍ପଦ, ଭବିଷ୍ୟତରେ ହେବାକୁ ଥିବା ଶୁଭ ଓ ଅଶୁଭ ଘଟଣା ବିଷୟରେ ଜାଣି ହୋଇଥାଏ। ଗ୍ରହ ମାନଙ୍କର ଚଳନକୁ ଆଧାର କରି ଦିନଟି ଆପଣଙ୍କ ପାଇଁ କିପରି ରହିବ, କେଉଁ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ ଯାଉଛନ୍ତି ସେହି ବିଷୟରେ ସୂଚନା ମିଳିଥାଏ। ତେବେ ଏହି ଦୈନିକ ରାଶିଫଳରୁ ନିଜ ରାଶି ବିଷୟରେ ଜାଣନ୍ତୁ।

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପାରିବାରିକ ଜୀବନରେ କଠିନ ପରିସ୍ଥିତି ଦେଖି ଆପଣ ଚିନ୍ତିତ ରହିବେ। ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେଇ ପାରନ୍ତି। ଆପଣଙ୍କୁ ଘର ଓ ଅଫିସ ମଧ୍ୟରେ ସଠିକ ତାଳମେଳ ବନେଇ ରଖିବା ଆବଶ୍ୟକ। ସକାରାତ୍ମକ ଭାବନା ରଖିଲେ ଆପଣଙ୍କ ପାଇଁ ଭଲ ରହିବ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ କଠିନ ପରିଶ୍ରମ କରି ଆପଣ ଲାଭବାନ ହେବେ। ପରିବାର ଲୋକେ ଆପଣଙ୍କ କଥାକୁ ନେଇ ପ୍ରସନ୍ନ ରହିବେ। ପ୍ରେମୀ ଯୁଗଳଙ୍କ ପାଇଁ ସମୟ ଅନୁକୂଳ ରହିଛି। ଆପଣଙ୍କୁ ନିଜ ସ୍ବାସ୍ଥ୍ୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବ୍ୟବସାୟରେ ଲାଭବାନ ହେବେ। ବିବାହିତ ଲୋକଙ୍କ ପାଇଁ ଆଜିର ଦିନଟି ଉକ ରହିଛି। ପିତାମାତାଙ୍କ ସେବା କରି ଆପଣଙ୍କୁ ଆଶୀର୍ବାଦ ପ୍ରାପ୍ତ ହେବ। ସନ୍ତାନଙ୍କ ପକ୍ଷରୁ ଆପଣଙ୍କୁ ସୁଖଦ ସମାଚାର ମିଳିପାରେ।

କର୍କଟ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କ ସ୍ୱାସ୍ଥ୍ୟରେ ସୁଧାର ଆସିବ। ଆୟରେ ବୃଦ୍ଧି ହେବ। ଚାକିରି କରୁଥିବା ଲୋକଙ୍କୁ ଆଶାନୁରୂପ ପଦୋନ୍ନତୀ ମିଳିବ। ଅଯଥା ବିବାଦରେ ସାମିଲ ହୁଅନ୍ତୁ ନାହିଁ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କର ଅଟକି ରହିଥିବା କାର୍ଯ୍ୟ ସଠିକ ସମୟରେ ସମାପ୍ତ ହେବ। ସରକାରୀ କାର୍ଯ୍ୟରେ ଆପଣ ନିୟମ କାନୁନ ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଆପଣଙ୍କୁ ଦୈନନ୍ଦିନ କାର୍ଯ୍ୟରେ କିଛି ପରିବର୍ତ୍ତନ ମିଳିବାର ଆବଶ୍ୟକତା ରହିଛି।

କନ୍ୟା ରାଶି:-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ରହିବେ। ସନ୍ତାନଙ୍କ କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହିବେ। ବ୍ୟବସାୟରେ ଲାଭବାନ ହେବେ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆପଣ ନିଜ ପ୍ରତିଭା ପ୍ରଦର୍ଶନ କରିବେ। କ୍ୟାରିୟର କ୍ଷେତ୍ରରେ ଆପଣ ଅଗ୍ରସର ହେବେ। ଆପଣଙ୍କୁ ନିଜ ବ୍ୟକ୍ତିଗତ ଜୀବନରେ କିଛି କଠିନ ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ। ବାହାର ଖାଦ୍ୟର ସେବନ କରନ୍ତୁ ନାହିଁ, ନଚେତ ଆପଣଙ୍କ ସ୍ବାସ୍ଥ୍ୟ ଖରାପ ହୋଇପାରେ।

ବିଛା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣ ନିଜ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟରେ ମଗ୍ନ ରହିବେ। ପୁରୁଣା ବନ୍ଧୁଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ହେବ। ପରିବାରରେ ସୁଖଶାନ୍ତି ବୃଦ୍ଧି ହେବ।ଅନେକ ସମୟରୁ ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ମିଳିବ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ବ୍ୟାପାର କ୍ଷେତ୍ରରେ ଆପଣ କଠିନ ପରିଶ୍ରମ କରିବେ। ଆପଣ ନିଜ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କୁ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। ରାସ୍ତାରେ ବାହନ ଚଳାଚଳ ସମୟରେ ଆପଣଙ୍କୁ ସାବଧାନ ରହିବାର ଆବଶ୍ୟକତା ରହିଛି। ଘରର ଖର୍ଚ୍ଚ ପ୍ରତି ନିୟନ୍ତ୍ରଣ ରଖନ୍ତୁ। ଆପଣଙ୍କୁ ସଠିକ ସମୟରେ ଖାଇବା ଓ ଶୋଇବା ଆବଶ୍ୟକ। ନଚେତ ଆପଣଙ୍କ ସ୍ବାସ୍ଥ୍ୟ ଉପରେ ଖରାପ ପ୍ରଭାବ ପଡିପାରେ।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କିଛି ଜରୁରୀ କାର୍ଯ୍ୟ ଆପଣ ସମ୍ପନ୍ନ କରିବେ। ଘରର ଆର୍ଥିକ ପରିସ୍ଥିତିରେ ଆସୁଥିବା ସମସ୍ୟାର ସମାଧାନ ହେବ। ବିଦ୍ୟାର୍ଥୀ ମାନଙ୍କୁ ପରୀକ୍ଷାରେ କଠିନ ପରିଶ୍ରମ କରିବା ଆବଶ୍ୟକ। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବା ପାଇଁ କଠିନ ପରିଶ୍ରମ କରିବେ। ବନ୍ଧୁଙ୍କ ସହିତ ବାହାର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। କାର୍ଯ୍ୟକ୍ଷେତ୍ରରେ ଆସୁଥିବା ବାଧାବିଘ୍ନ ଦୂର ହୋଇଯିବ। ସରକାରୀ ଯୋଜନାରେ ଆପଣ ଲାଭବାନ ହୋଇ ପାରନ୍ତି। ପରିବାର ଲୋକଙ୍କ ସହିତ ସୁଖମୟ ସମୟ ଅତିବାହିତ କରିବେ। ଆପଣଙ୍କର ସମସ୍ତ ଅଭିଳାଷା ପୂରଣ ହେବ।

ସେୟାର୍ କରନ୍ତୁ

Leave a Reply

Your email address will not be published. Required fields are marked *